କୁଶ ବିନା ମୁଁ ହେବି ପଥହରା
ଏକା ସେହି କାଲବରୀ ଯୀଶୁ ପ୍ରେମେ ଭରା (୨ ଥର) b||
ଯଦି କୁଶ ତ୍ୟାଗେ ମୁହଁ ପାପ ଅନ୍ଧାରେ ରାସ୍ତା ନାହିଁ
ଜଗତ ପଥରେ ଆଉ ମୁକ୍ତି ଶାନ୍ତି ନାହିଁ … ୧ ||
ଆସ, ଆସ, ଯିବା ମିଳି କୁଶ ପାଶେ ପାପ ଢ଼ାଳି
ଜଗତ ପଥରେ ଆଉ ମୁକ୍ତି ଶାନ୍ତି ନାହିଁ 19 ||
🎵 GetChristianLyrics.com shares worship lyrics in Odia, Hindi, Tamil, Telugu & more — helping believers everywhere connect with God through song.
🙏 Support our mission and EMMI – Empowering Migrant Labourers in India.
Lyrics are shared for devotional use only. Copyright belongs to respective owners.