ଜୟ, ଜୟ, ଜୟ, ଯୀଶୁ ହେ ଈଶ୍ୱ ନନ୍ଦନ,
ଜୟ ହେ ଜଗତ ପତି ଜୟ ଧର୍ମାତ୍ମନ ା ଘୋଷା ।
ଜୟ, ଜୟ ଯୁବାମେଷ ପାପ ଭାର ବାହନ,
ମଶୀହ ଶାନ୍ତି ରାଜା ଦାଉଦ ସନ୍ତାନ
ଜୟ ଜ୍ୟୋତିଃ, ଦ୍ରାକ୍ଷାଲତା, ଜୟ ଇମ୍ମାନୁୟେଲ, ା ୧ ।
ଉତ୍ତମ ମେଷପାଳକ, ପଥ ସନାତନ ଜୟ ଖ୍ରୀଷ୍ଟ,
ଜୟ ଇଷ୍ଟ, ଜୟ ଜଗଜ୍ଜୀବନ, ା ୨ ।
ଦୁର୍ଗମେ ତ୍ରାହିମେ ତ୍ରାତା ମନୁଷ୍ୟ ସନ୍ତାନ ା ୩ ।
🎵 GetChristianLyrics.com shares worship lyrics in Odia, Hindi, Tamil, Telugu & more — helping believers everywhere connect with God through song.
🙏 Support our mission and EMMI – Empowering Migrant Labourers in India.
Lyrics are shared for devotional use only. Copyright belongs to respective owners.