sundara madhura naamoti taankara

ସୁନ୍ଦର ମଧୁର ନାମଟି ତାଙ୍କର

ନ ପାରେ ମୁରୁଛି କ୍ଷଣେ ମାତର ଯେଣେ ଗଲେ ତେଣେ ନାଚେ ହୃଦ ମୋର

କି ଜାଣି କାହିଁକି, ନୁହଇ ପାସୋର । ଘୋଷା ।

ଦୁଇ ଦୁଇ କରି ଚାରୋଟି ଅକ୍ଷର ବାନ୍ଧି ରଖିଅଛି ସରଗ ସମ୍ଭାର

ଆଡ଼ କାଠେ ଛନ୍ଦା ସେହି ନାମ ଚିର ହେଜୁ ନ ହେଜୁଣୁ ପୁଲକେ ଶରୀର । ୧ ।

ନୀତି ଚମତ୍କାର ପ୍ରୀତି ରତ୍ନାକର ପାପୁଁ ତରିବାରେ 

ଅମୋହ ମନ୍ତର ନୋହିଁ ପଦପ୍ରାନ୍ତୁ ନିମିଷେ ଅନ୍ତର

ନାମ ଭଜନରେ ଯାଉ ଦିନ ମୋର । ୨ ।

🎵 GetChristianLyrics.com shares worship lyrics in Odia, Hindi, Tamil, Telugu & more — helping believers everywhere connect with God through song.

🙏 Support our mission and EMMI – Empowering Migrant Labourers in India.

Donate or Sponsor

Lyrics are shared for devotional use only. Copyright belongs to respective owners.

Leave a comment

Your email address will not be published. Required fields are marked *