ଅନନ୍ତ ଜୀବନ ରହିଛି ଯୀଶୁଙ୍କ କୁଶ ପଥେ
ଚାଲିଯିବା ସେ ପଛେ ଚାଲିବା (ଘୋଷା)
ଦୁଃଖ ଅଛି କୁଶ ପଥରେ ନୁହେଁ ତା ଚିରଦିନ (୨ଥର)
ସରିଯିବ ସେହି କ୍ରନ୍ଦନ ହେବା ମହୀୟାନ ( ୨ ଥର)
ଆସ ଯିବା ସାନ୍ବନା ଲଭିବା .. |୧|
ଝରୁଅଛି ମଧୁ ସଂଗୀତ ଚିରଶାନ୍ତି ପ୍ରାଣ ନେଇ ( ୨ ଥର)
ଚିର ଜ୍ୟୋତଃ ଭରା ସିୟୋନ ଅଛି ପଥ ଚାହିଁ ( ୨ ଥର)
ଚାଲ ଯିବା ସେ ଲକ୍ଷ୍ୟ ପାଇଁ … |୨|
🎵 GetChristianLyrics.com shares worship lyrics in Odia, Hindi, Tamil, Telugu & more — helping believers everywhere connect with God through song.
🙏 Support our mission and EMMI – Empowering Migrant Labourers in India.
Lyrics are shared for devotional use only. Copyright belongs to respective owners.
3 thoughts on “ଅନନ୍ତ ଜୀବନ ରହିଛି ଯୀଶୁଙ୍କ କୁଶ ପଥେ ananta jibana rahichi jishunka krusha”
good oppertunity is my life
AMEN