ଆସରେ ଖ୍ରୀଷ୍ଟୀୟ ସେନା ଆସ ଆଜି ଆସ,
ମୁକ୍ତି ବିନା ଯେତେ ଅଛନ୍ତି ଅନ୍ଧାରେ,
ଆଲୋକ ତହିଁ ପ୍ରକାଶ । ଘୋଷା ।
କୁହ କୁହ ହେ ଯାଇ ଦୀନ ପାପୀର ପାଇଁ
କଣ୍ଟାବିଦ୍ଧ ହସ୍ତ ପଦ, ବରିଲେ ଦୀନ ବେଶ । ୧ ।
ତାଙ୍କରି ତ୍ୟାଗ ମୁକତି ଆଣିଛି ଭବେ
କୁହ ପାପୀ ତାପୀ ନିରାଶ ନ ହୁଅ କେବେ,
ତ୍ୟାଗ ମନ୍ତ୍ରଟି ବରି, କ୍ରୁଶ ନିଶାଣ ଧରି ଶତ ମୁକ୍ତିହୀନେ ଆଜି ଆଣ ତାଙ୍କରି ପାଶ । ୨ ।
🎵 GetChristianLyrics.com shares worship lyrics in Odia, Hindi, Tamil, Telugu & more — helping believers everywhere connect with God through song.
🙏 Support our mission and EMMI – Empowering Migrant Labourers in India.
Lyrics are shared for devotional use only. Copyright belongs to respective owners.