ଅନାଅ ଥରେ କୁଶ ଉପରେ ଝୁଲୁଛି ତାଙ୍କ ଶରୀର
ମୁକତି ଘେନ ଯାଉଛି ଝରି ତାଙ୍କ ରୁଧୁର (ଘୋଷା)
ହେଲେ ସେ ଦୁଃଖୀ ଆମରି ପାଇଁ ତେଜିଲେ ସରଗ
ମରଣେ ତାଙ୍କ ଖୋଲିଲେ ପଥ ଅମର ପ୍ରେମର … |୧|
ଆସରେ ଆସ ପାପୀ ମାନବ ଯୀଶୁଙ୍କ ଚରଣେ
ହୋଇବ ସୁଚି ଗାଇବା ସ୍ତୁତି ତାଙ୍କରି ନାମରେ …. |୨|
🎵 GetChristianLyrics.com shares worship lyrics in Odia, Hindi, Tamil, Telugu & more — helping believers everywhere connect with God through song.
🙏 Support our mission and EMMI – Empowering Migrant Labourers in India.
Lyrics are shared for devotional use only. Copyright belongs to respective owners.
3 thoughts on “ଅନାଅ ଥରେ କୁଶ ଉପରେ ଝୁଲୁଛି ତାଙ୍କ ଶରୀର anao thare krusha upare”
Dayaa Khilla OFFICE
Dayaa
Nice