aahe swargo baasi raajono
(ସ୍ୱର : ପ୍ରାର୍ଥନାରେ ହୁଅ ପ୍ରବୃତ୍ତ) ଆହେ ସ୍ୱର୍ଗବାସୀ ରାଜନ, ତବ ଶ୍ରୀ ଉଦ୍ଦେଶେ କରି ଏହି ମନ୍ଦିର ଗଠନ । ଘୋଷା । କର ହେ ଦର୍ଶନ ତୁମ୍ଭ ପ୍ରଶଂସା ଭଜନା ସେବା କାରଣ କରି ଏ ଗୃହ ନିର୍ମାଣ, କରି ଆଶୀର୍ବାଦ ଦାନ ଏଠାରେ ତୁମ୍ଭ ମହିମା କର ପ୍ରଭୁ ପ୍ରକାଶନ । ୧ । ହେଉ ଏହି ସ୍ଥାନ ଅସଂଖ୍ୟ ଲୋକର ନୂତନ ଜନ୍ମସ୍ଥାନ, ପାପୀ ଏଠାରେ ଯେସନ ଦେଖିବେ ତୁମ୍ଭ […]