marana bijayi marana bijayi
ମରଣ ବିଜୟୀ ମରଣ ବିଜୟୀ ମୃତ୍ୟୁ ନାହୁଡ଼ ଭାଙ୍ଗି ସେ ହେଲେ ମୃତ୍ୟୁଞ୍ଜୟୀ । ଘୋଷା । ଯୀଶୁ ରାଜା ଆମର ସର୍ବ ବଳେ ବଳୀୟାର ନିଜ ବଳେ ଜୟ କଲେ ମୃତ୍ୟୁ ପାପାତ୍ମା ଗଡ଼ ଯାଅ ବହନ ଭାଇ ଶୁଭ ସମ୍ବାଦ ନେଇ ମୃତ୍ୟୁ ନାହୁଡ଼ ଭାଙ୍ଗି ସେ ହେଲେ ମୃତ୍ୟୁଞ୍ଜୟୀ ମରଣ ବିଜୟୀ । ୧ । ଉଡ଼େ ଜୟ ପତାକା ବାଜି ଉଠେ ମଧୁ ଗୀତିକା ପୁଲକିତ ହୁଏ ଚିତ୍ତ ଫୁଟି ଉଠେ କଳିକା […]